The Topmost

“The eyes believe themselves, the ears believe other people.”

କେନ୍ଦୁଝର ଧରଣୀଧର କଲେଜ ହେଲା ବିଶ୍ୱବିଦ୍ୟାଳୟ

କେନ୍ଦୁଝର ଧରଣୀଧର କଲେଜ ହେଲା ବିଶ୍ୱବିଦ୍ୟାଳୟ । ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏନେଇ ଏକ ଭିଡିଓ ମଧ୍ୟ ଜାରି କରିଛନ୍ତି । ଡିଡି କଲେଜକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ନେଇ ଉଚ୍ଚଶିକ୍ଷା ବିଭାଗର ବିଜ୍ଞପ୍ତି ଜାରି ହୋଇଛି । ଆସନ୍ତାକାଲି କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଗସ୍ତ ପୂର୍ବରୁ ସେ ଏହି ବଡ଼ ଘୋଷଣା କରିଛନ୍ତି ।