ପରବର୍ତ୍ତୀ ମୁଖ୍ୟ ଶାସନ ସଚିବ ହେବେ ପ୍ରଦୀପ ଜେନା । ଏନେଇ ସାଧାରଣ ପ୍ରଶାସନ ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ୧୯୮୯ ବ୍ୟାଚର IAS ହେଉଛନ୍ତି ପ୍ରଦୀପ କୁମାର ଜେନା । ବର୍ତ୍ତମାନର ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ ଫେବ୍ରୁଆରୀ ୨୮ରେ ସରୁଥିବା ବେଳେ ଏହା ପୂର୍ବରୁ ନୂଆ ସିଏସଙ୍କ ନାମ ପ୍ରକାଶ ପାଇଛି । ମାର୍ଚ୍ଚ ୧ରୁ ଦାୟିତ୍ୱ ଗ୍ରହଣ କରିବେ ପ୍ରଦୀପ ଜେନା । ୨୮ରେ ଅବସର ନେବେ CS ସୁରେଶ ଚନ୍ଦ୍ର ମହାପାତ୍ର । ଅବସର ପରେ ସୁରେଶଙ୍କ କାର୍ଯ୍ୟକାଳ ଦୁଇଥର ବଢିଥିଲା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍