ଆଜିଠାରୁ ମାଟ୍ରିକ ଖାତା ମୂଲ୍ୟାୟନ ଆରମ୍ଭ । ଏହାସହ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ସାର୍ଟିଫିକେଟ ଖାତା ମୂଲ୍ୟାୟନ ଆରମ୍ଭ ହେବ । ଏଥିପାଇଁ ମାଧ୍ୟମିକ ଶିକ୍ଷା ବୋର୍ଡ ପରିଦ ପକ୍ଷରୁ ସମସ୍ତ ବ୍ୟବସ୍ଥା କରାଯାଇଛି । ଖାତା ଦେଖା ପାଇଁ ମୋଟ୍ ୧୩ ହଜାର ପରୀକ୍ଷକଙ୍କ ତାଲିକା ପ୍ରସ୍ତୁତ କରାଯାଇଛି । ରାଜ୍ୟରେ ମୋଟ୍ ୫୫ଟି ମୂଲ୍ୟାୟନ କେନ୍ଦ୍ର କରାଯାଇଥିବା ବେଳେ ସବୁ କେନ୍ଦ୍ରରେ ଏନେଇ ଆନୁସଙ୍ଗିକ ବ୍ୟବସ୍ଥା କରାଯାଇଛି । ଖାତା ଦେଖା ପରେ କେନ୍ଦ୍ରରୁ ଅନଲାଇନରେ ମାର୍କ ପୋଷ୍ଟିଂ କରାଯିବ । ଖାତାଦେଖା କାମ ୧୦ରୁ ୧୨ ଦିନ ମଧ୍ୟରେ ଶେଷ କରିବାକୁ ବୋର୍ଡ ପକ୍ଷରୁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି ।
“The eyes believe themselves, the ears believe other people.”
More Stories
ରାଜ୍ୟରେ ପୁଣି ଲଜ୍ଜା, ଗଣ ଦୁଷ୍କର୍ମ ସହ ହତ୍ୟା ଆରୋପ
ଏଥର ଏସସିବିରେ ଉପଲବ୍ଧ ଏମ୍ଏନ୍ସିୟୁ ସୁବିଧା, ମା ସହ ଚିକିତ୍ସା ପାଇବେ ଶିଶୁ
ଓଡ଼ିଶାରେ ସୃଷ୍ଟି ହେଲେ ୧୦ ଲକ୍ଷରୁ ଅଧିକ ଲକ୍ଷପତି ଦିଦି