ଆଜି ଗୁଡ୍ ଫ୍ରାଇଡେ । ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ପାଇଁ ଗୁରୁତ୍ବପୂର୍ଣ୍ଣ ଦିନ । ଆଜିର ଦିନରେ ପ୍ରଭୁ ଯୀଶୁଙ୍କୁ କ୍ରୁସ ବିଦ୍ଧ କରି ହତ୍ୟା କରାଯାଇଥିଲା ।
। ଆଜି ଖ୍ରୀଷ୍ଟ ଧର୍ମାବଲମ୍ବୀମାନେ ଯୀଶୁଙ୍କ ଶରଣାପନ୍ନ ହୋଇ ନିଜ ଦୋଷ ସ୍ବୀକାର କରିଥାନ୍ତି । ଯାହାକୁ କନ୍ଫେସନ୍ କୁହାଯାଏ । ବିଭିନ୍ନ ଭାଷାରେ ଅର୍ଥାତ୍ ଓଡିଆ, ମାଲାଲୟମ୍, ଇଂରାଜୀ ଓ ହିନ୍ଦୀ ଭାଷାରେ ଭିନ୍ନଭିନ୍ନ ସମୟରେ କନ୍ଫେସନ୍ କରିଥାନ୍ତି । ଏଥିପାଇଁ ଉଭୟ ବାପ୍ଟିଷ୍ଟ ଓ କ୍ୟାଥେଲିକ୍ ଚର୍ଚ୍ଚରେ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି । ସାମୂହିକ ପ୍ରାର୍ଥନା କରିବାକୁ ଖ୍ରୀଷ୍ଟ ଧର୍ମାବଲମ୍ବୀଙ୍କ ମଧ୍ୟରେ ଉତ୍ସାହ ଦେଖାଦେଇଛି ।
“The eyes believe themselves, the ears believe other people.”
More Stories
ବହୁ ଚେଷ୍ଟା ପରେ ବି ବଦଳେନାହିଁ ସ୍ବାମୀ ସ୍ତ୍ରୀଙ୍କର ଏହି ଗୁଣ
ଅତ୍ୟଧିକ ଜଙ୍କଫୁଡ୍ ଆଣିଥାଏ ଏହି ସବୁ ସମସ୍ୟା
ରାତିରେ ହଇରାଣ କରୁଛି କି ଆପଣଙ୍କ ଶିଶୁ