ଯୁଦ୍ଧ ବିମାନରେ ବସି ଉଡିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଆଜି ଆସାମ ସ୍ଥିତ ତେଜପୁର ବାୟୁସେନା ଷ୍ଟେସନରୁ ଯୁଦ୍ଧ ବିମାନ ସୁଖୋଇ-୩୦ ଏମକେଆଇ ବିମାନରେ ବସି ଉଡାଣ ଭରିବେ ରାଷ୍ଟ୍ରପତି । ଏନେଇ ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି । ଆସାମରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ସ୍ୱାଗତ ପାଇଁ ଜୋରଦାର ପ୍ରସ୍ତୁତି ଚାଲିଛି । ୨ ଦିନିଆ ଆସାମ ଗସ୍ତରେ ରାଷ୍ଟ୍ରପତି ଥିବେବେଳେ ଆଜି ଏଠାରେ ସୁଖୋଇ ଯୁଦ୍ଧ ବିମାନରେ ବସିବାର ରାଷ୍ଟ୍ରପତିଙ୍କ କାର୍ଯ୍ୟକ୍ରମ ରହିଛି ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ