ଦକ୍ଷିଣ-ବଂଗୋପସାଗରରେ ସୃଷ୍ଟି ହୋଇଛି ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ଆସନ୍ତାକାଲି ସକାଳ ସୁଦ୍ଧା ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ଆଶଙ୍କା ରହିଛି । ୯ ତାରିଖ ବେଳକୁ ଲଘୁଚାପଟି ଅଧିକ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ । ପରବର୍ତ୍ତି ସମୟରେ ଏହା ଅଧିକ ଘନୀଭୂତ ହୋଇ ସାମୁଦ୍ରିକ ଝଡ ବା ବାତ୍ୟା ରୂପ ନେଇପାରେ ବୋଲି ପୂର୍ବାନୁମାନ କରିଛି ଆଇଏମଡି । ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ପରେ ବାତ୍ୟାର ଗତି ପଥ ଓ ତୀବ୍ରତା ନେଇ ସ୍ପଷ୍ଟ ଚିତ୍ର ଆସିବ ବୋଲି ଭାରତୀୟ ପାଣିପାଗ ବିଭାଗ ଆକଳନ କରିଛି ।
More Stories
ମିଳିବ ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା, ଆଗୁଆ କରନ୍ତୁ କେୱାଇସି ଅପଡେଟ୍
ବଢିବ ଅଙ୍ଗନୱାଡି କର୍ମଚାରୀଙ୍କ ଦରମା
କୋଲ୍ ହପର୍ ଖସି ଶ୍ରମିକ ଆହତ