ସୁପ୍ରିମକୋର୍ଟରେ ଦିଲ୍ଲୀ ସରକାରଙ୍କ ବଡ଼ ବିଜୟ । ଦିଲ୍ଲୀ ସରକାରଙ୍କୁ ସରକାରୀ ଅଧିକାରୀଙ୍କ ପୋଷ୍ଟିଂ ଓ ବଦଳି ଅଧିକାର ଦେଲେ ସର୍ବୋଚ୍ଚ କୋର୍ଟ । ନିର୍ବାଚିତ ସରକାରକୁ ଅଧିକାର ମିଳିବା ଦରକାର ବୋଲି ପ୍ରଧାନ ବିଚାରପତିଙ୍କ ଖଣ୍ଡପୀଠ କହିଛନ୍ତି । କେନ୍ଦ୍ରର ଦଖଲରେ ରାଜ୍ୟର କାର୍ଯ୍ୟ ପ୍ରଭାବିତ ହେଉଛି । ଅଧିକାରୀଙ୍କ ଉପରେ ରାଜ୍ୟର ନିୟନ୍ତ୍ରଣ ନରହିବା ଭୁଲ । ରାଜ୍ୟ ସରକାରଙ୍କ ନିୟନ୍ତ୍ରଣ ନରହିଲେ, ଅଧିକାରୀ ଅମାନିଆ ହେବେ ବୋଲି ଖଣ୍ଡପୀଠ କହିଛନ୍ତି । ଏହାସହ ଅନ୍ୟ କେନ୍ଦ୍ର ଶାସିତ ଅଞ୍ଚଳଠାରୁ ଦିଲ୍ଲୀ ଅଲଗା ବୋଲି ଖଣ୍ଡପୀଠ କହିଛନ୍ତି ।
More Stories
ମହିଳା କନଷ୍ଟେବଳ ହେଲେ ଦୁଷ୍କର୍ମର ଶିକାର
କାହିଁକି ଇସ୍ତଫା ଦେଲେ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ?
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ