ଆସନ୍ତାକାଲି ହେବ ରାଜ୍ୟ ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣ । ଲୋକସେବା ଭବନର କନଭେନସନ ସେଣ୍ଟରରେ ପୂର୍ବାହ୍ନରେ ଶପଥ ଉତ୍ସବ ଅନୁଷ୍ଠିତ ହେବ । ନୂଆ ମନ୍ତ୍ରୀଙ୍କୁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଶପଥପାଠ କରାଇବେ । ସପ୍ତାହ ତଳେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଥିଲେ ୨ ମନ୍ତ୍ରୀ । ଇସ୍ତଫା ଦେଇଥିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ଓ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ । ଏହାସହ ବାଚସ୍ପତି ବିକ୍ରମ କେଶରୀ ଆରୁଖ ମଧ୍ୟ ଦେଇଥିଲେ ଇସ୍ତଫା ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍