ବାହାନଗାରେ କରମଣ୍ଡଳର ରେଳ ଦୁର୍ଘଟଣା ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା କରିଛନ୍ତି ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲ୍ । ରେଳ ଦୁର୍ଘଟଣାରେ ମୃତାହତ ଲୋକଙ୍କ ପାଇଁ ଗଭୀର ଦୁଃଖ ପ୍ରକାଶ କରିବା ସହ, ଆହତ ଲୋକଙ୍କ ଉଦ୍ଧାର ଓ ଚିକିତ୍ସା ପାଇଁ ସବୁପ୍ରକାର ସହାୟତା ଯୋଗାଇଦେବାକୁ ପ୍ରତିଶ୍ରୁତି ଦେଇଛନ୍ତି ବାଘେଲ । ତେବେ ଛତିଶଗଡ ମୁଖ୍ୟମନ୍ତ୍ରୀ ଭୂପେଶ ବାଘେଲଙ୍କ ଏଭଳି ସଦିଚ୍ଛା ପାଇଁ ତାଙ୍କୁ ଧନ୍ୟବାଦ ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ
More Stories
ଗାଁରେ ମାତିଛି ଗୁଣିଆ, ଦେଉଛି ଶିଶୁବଳି
ଶ୍ରୀମନ୍ଦିର ସେବାୟତଙ୍କୁ ହାଣିଲେ ଦୁର୍ବୁତ୍ତ
ଓଡିଶାକୁ ବାତ୍ୟା ଭୟ