ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କୁ ୩ ବର୍ଷ ଜେଲ । ତୋଷଖାନା ମାମଲାରେ ୩ ବର୍ଷ ଜେଲଦଣ୍ଡାଦେଶ ଶୁଣାଇଲେ କୋର୍ଟ । ଜେଲ ସହ ୧ ଲକ୍ଷ ଟଙ୍କାର ଜରିମାନା ମଧ୍ୟ ଲଗାଯାଇଛି । ଦଣ୍ଡାଦେଶ ପରେ ୫ ବର୍ଷ ଯାଏ ନିର୍ବାଚନ ଲଢିପାରିବେ ନାହିଁ ଇମ୍ରାନ ଖାନ । ରାୟ ପ୍ରକାଶ ପରେ ଇସଲାମାବାଦ ପୁଲିସ ତାଙ୍କ ବିରୋଧରେ ଗିରଫଦାରୀ ୱାରେଣ୍ଟ ଜାରିକରିଛି ।
More Stories
ବାଂଲାଦେଶକୁ ବତ୍ୟା ଆଶଙ୍କା, ଓଡିଶାରୁ ଟଳିଲା ବିପଦ
ମିଥ୍ୟା ଦୁଷ୍କର୍ମ ଅଭିଯୋଗରେ ଯୁବକଙ୍କୁ ନ୍ୟାୟ, ଏବେ ଜେଲ ଯିବେ ମହିଳା
ରତନ ଟାଟଙ୍କ ପରେ କିଏ ସମ୍ଭାଳିବ ସାମ୍ରାଯ୍ୟ, ଚାଲିଛି ଖୁବ୍ ଚର୍ଚ୍ଚା