ପଦାର୍ଥ ବିଜ୍ଞାନ କ୍ଷେତ୍ରରେ ଅବଦାନ ପାଇଁ ନୋବେଲ ପୁରସ୍କାର ଘୋଷଣା । ୨୦୨୩ ବର୍ଷ ପାଇଁ ମିଳିତ ଭାବେ ନୋବେଲ୍ ପାଇବେ ତିନି ଜଣ ପଦାର୍ଥ ବିଜ୍ଞାନୀ । ସେମାନଙ୍କ ମଧ୍ୟରେ ରହିଛନ୍ତି ପିରେ ଆଗୋଷ୍ଟିନ, ଫେରେନ୍କ କ୍ରାଉସଜା, ଆନେ ହୁଇଲରଙ୍କୁ ସମ୍ମାନ । ଏହି ତିନି ଜଣ ନୋବେଲ ବିଜେତା ମାନବଜାତିକୁ ପରମାଣୁ ଏବଂ ଅଣୁଗୁଡ଼ିକ ମଧ୍ୟରେ ଇଲେକ୍ଟ୍ରୋନ୍ ଡାଇନାମିକ୍ସକୁ ଅନୁସନ୍ଧାନ କରିବା ପାଇଁ ନୂତନ ସାଧନ ଦେଇଛନ୍ତି । ଆମେରିକା, ଜର୍ମାନୀ, ସ୍ବିଡେନ ବୈଜ୍ଞାନିକଙ୍କୁ ପ୍ରଦାନ କରାଯାଉଛି ଏହି ସମ୍ମାନ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ