ଆଜି ପବିତ୍ର ଧନତେରାସ । କାର୍ତ୍ତିକ କୃଷ୍ଣପକ୍ଷ ତ୍ରୟୋଦଶୀ ତିଥିରେ ଧନତେରାସ ପାଳନ କରାଯାଏ । ଏହାକୁ ସୌଭାଗ୍ୟ ବା ଧନର ଦିବସ ବୋଲି କୁହାଯାଏ । ଜୀବନରେ ସୁଖ ସମୃଦ୍ଧି ବୃଦ୍ଧି ପାଇଁ ଏହି ଦିବସକୁ ପାଳନ କରାଯାଏ । ଆଜିର ଦିନ ଘରକୁ ପରିଷ୍କାର କରିବା ସହ କିଛି ନୂଆ ଜିନିଷ କିଣାଯାଏ । ମୁଖ୍ୟ ଦ୍ବାରକୁ ସୁନ୍ଦର କରି ମାଆଙ୍କୁ ସ୍ବାଗତ କରାଯାଏ । କିଛି ମୂଲ୍ୟବାନ ଜିନିଷ କିଣିଲେ ଘରକୁ ଲକ୍ଷ୍ମୀ ଆସନ୍ତି ବୋଲି ବିଶ୍ବାସ ରହିଛି । ଧନତେରାସରେ ସୁନା କିଣିଲେ ଘରକୁ ଭାଗ୍ୟଦେବୀ ଆସନ୍ତି ବୋଲି ବିଶ୍ବାସ ରହିଛି । ଏଣୁ ଲୋକମାନେ ସୁନା ଗହଣା ସହିତ ମାଆ ଲକ୍ଷ୍ମୀଙ୍କ ପ୍ରତିମା ଥିବା ରୁପା କଏନ୍ ଏବଂ ସୁନା କଏନ୍ କିଣିଥାନ୍ତି । ଚାହିଦାକୁ ଦୃଷ୍ଟିରେ ରଖି ଗହଣା ଦୋକାନରେ ବିଭିନ୍ନ ଅଫର ପ୍ରଦାନ କରାଯାଉଛି ।
“The eyes believe themselves, the ears believe other people.”
More Stories
ତହବୁର ରାଣାକୁ ଘନ ଘନ ଜେରା
ବିଜେପିର ନୂଆ ସଭାପତି ହେଲେ ନୈନାର ନାଗେନ୍ଦ୍ରନ୍
ବହୁ ଚେଷ୍ଟା ପରେ ବି ବଦଳେନାହିଁ ସ୍ବାମୀ ସ୍ତ୍ରୀଙ୍କର ଏହି ଗୁଣ