ରବିବାର ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍ ପାଇଁ ଜୋରଦାର ପ୍ରସ୍ତୁତି ଆରମ୍ଭ ହୋଇଛି । ଭାରତୀୟ ବାୟୁସେନାର ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ଏୟାର ସୋ’ କରିବେ । ନରେନ୍ଦ୍ର ମୋଦୀ ଷ୍ଟାଡିୟମରେ ଫାଇନାଲ ମ୍ୟାଚ୍ ଖେଳ ହେବା ପୂର୍ବରୁ ମୋଟେରାରେ ଏହି ଦଳ ୧୦ ମିନିଟ୍ ଧରି ଏୟାର ସୋ’ କରି ଦର୍ଶକଙ୍କ ମନୋରଞ୍ଜନ କରିବେ । ଏଥିପାଇଁ ଆଜି ଓ ଆସନ୍ତାକାଲି ଦୁଇ ଦିନ ଅଭ୍ୟାସ କରାଯିବ । ସୂର୍ଯ୍ୟକିରଣ ଏରୋବେଟିକ୍ ଦଳ ୯ଟି ଏୟାରକ୍ରାଫ୍ଟ ସହ ଦେଶର ବିଭିନ୍ନ ସ୍ଥାନରେ ପ୍ରଦର୍ଶନ କରିଛନ୍ତି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ