ଶୀତକାଳୀନ ଅଧିବେଶନ ପୂର୍ବରୁ ଶନିବାର ବସିଛି ସର୍ବଦଳୀୟ ବୈଠକ । କିଭଳି ସଂସଦର ଉଭୟ ଗୃହକାର୍ଯ୍ୟ ସୁରୁଖୁରୁରେ ଚାଲିବ ସେନେଇ ଦଳମାନଙ୍କ ମଧ୍ୟରେ ସମନ୍ୱୟ ବୈଠକ କରାଯାଇଛି । ସରକାର କହିଛନ୍ତି ସବୁ ପ୍ରସଙ୍ଗ ଉପରେ ଚର୍ଚ୍ଚା ପାଇଁ ପ୍ରସ୍ତୁତ ଅଛନ୍ତି ତେବେ ବିରୋଧୀଙ୍କୁ ସୂଚରାରୂପେ ଗୃହକାର୍ଯ୍ୟ କରିବାକୁ ଅପିଲ କରିଛନ୍ତି ସରକାର । କେନ୍ଦ୍ରମନ୍ତ୍ରୀ ରାଜନାଥ ସିଂଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ୨୩ଦଳର ୩୦ ସାଂସଦ ଯୋଗ ଦେଇଥିଲେ । ଡିସେମ୍ବର ୪ରୁ ୨୨ ତରେିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ । ଶୀତକାଳୀନ ଅଧିବେଶନରେ ଗୁରୁତ୍ୱପୂର୍ଣ୍ଣ ବିଲ ଉପରେ ଚର୍ଚ୍ଚା କରାଯିବ । ସେପଟେ ବିଏସପି ଜାତିଗତ ଜନଗଣନା ଦାବି କରି ଏହା ଉପରେ ଚର୍ଚ୍ଚା କରିବାକୁ କହିଛି ବିଏସପି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ