October 15, 2025

ଛୁଟି ଦିନରେ ଖୋଲା ରହିବ ଲୋକସେବା ଭବନ ଉଦ୍ୟାନ

ସର୍ବସାଧାରଣଙ୍କ ନିମନ୍ତେ ଚଳିତ ଜାନୁଆରୀ ମାସର ରବିବାର ସମେତ ସମସ୍ତ ଛୁଟି ଦିନରେ ଲୋକସେବା ଭବନ ଉଦ୍ୟାନ ଖୋଲା ରହିବ। ଜନସାଧାରଣ ଏହି ଦିନମାନଙ୍କରେ ଅପରାହ୍ନ ୩.୩୦ ରୁ ସନ୍ଧ୍ୟା ୫.୩୦ ପର୍ଯ୍ୟନ୍ତ ଦୁଇ ଘଣ୍ଟା ପାଇଁ ଲୋକସେବା ଭବନକୁ ଆସି ଉଦ୍ୟାନ ପରିଦର୍ଶନ କରିପାରିବେ ବୋଲି ସୂଚନା ଦିଆଯାଇଛି।

SHARE BY