ଆସନ୍ତା ଫେବ୍ରୁଆରି ୫ତାରିଖରୁ ବିଧାନସଭା ଅଧିବେଶନ ଆରମ୍ଭ ହେବ। ଏହା ଷୋଡ଼ଶ ବିଧାନସଭାର ଶେଷ ଅଧିବେଶନ । ଏହା ଫେବ୍ରୁଆରି ୧୩ ତାରିଖ ଯାଏ ଚାଲିବ। ଏଥିରେ କାମଚଳା ବଜେଟ ଆଗତ ହେବ ବୋଲି ଜଣାଯାଇଛି।
ଫେବ୍ରୁଆରି ୫ ତାରିଖରେ ରାଜ୍ୟପାଳ ରଘୁବର ଦାସ ଅଭିଭାଷଣ ରଖିବେ। ଅର୍ଥମନ୍ତ୍ରୀ ବିକ୍ରମ ଆରୁଖ ଫେବ୍ରୁଆରି ୮ରେ କାମଚଳା ବଜେଟ ଉପସ୍ଥାପନ କରିବେ। ଯେହେତୁ ଆଗକୁ ସାଧାରଣ ନିର୍ବାଚନ ଅଛି, ତେଣୁ ତାପୂର୍ବରୁ କାମଚଳା ବଜେଟ ଆଗତ କରିବେ ସରକାର।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍