ଅନେକଙ୍କ କ୍ଷେତ୍ରରେ ଡ୍ୟାଡରଫ୍ ବା ରୁପି ସମସ୍ୟା ଦେଖାଦେଇଥାଏ । କେତେକଙ୍କ କ୍ଷେତ୍ରରେ ବର୍ଷସାରା ରୁପି ସମସ୍ୟା ଲାଗି ରହିଥାଏ । ବିଶେଷକରି ଶୀତଦିନରେ ଏହା ଅତ୍ୟଧିକ ପରିମାଣରେ ହୋଇଥାଏ । ହେଲେ ଏହା ପଛର କାରଣ କ’ଣ ଓ ଏହାକୁ କିପରି ନିୟନ୍ତ୍ରଣରେ ରଖିହେବ, ଜାଣି ରଖିବା ଜରୁରୀ ।
• ରୁପି ହେବାର ବିଭିନ୍ନ କାରଣ ରହିଛି • ରୁପି ହେବା ଜେନେଟିକ୍ କାରଣରୁ ହୋଇପାରେ • ଏହାସହ କେଉଁ ପରିବେଶରେ ରହୁଛନ୍ତି, ତାହା ମଧ୍ୟ ଗୁରୁତ୍ୱପୂର୍ଣ୍ଣ • ଅତ୍ୟଧିକ ପ୍ରଦୂଷଣ ମଧ୍ୟ ରୁପିର କାରଣ ହୋଇପାରେ • ଶୀତଦିନେ ହିଁ ସବୁଠୁ ଅଧିକ ରୁପି ହୋଇଥାଏ • ବାୟୁମଣ୍ଡଳରେ ଶୁଷ୍କତା ରୁପି ସମ୍ୟା ବଢ଼ାଇଥାଏ • ରୁପିକୁ ସମ୍ପୂର୍ଣ୍ଣ ହଠାଇବା କଷ୍ଟକର ବ୍ୟାପାର • ରୁପିକୁ ନିୟନ୍ତ୍ରଣ କରିବା ପାଇଁ ଷ୍ଟିରଏଡ ଲୋସନ, ଆଂଟି ଡ୍ୟାଂଡରଫ୍ ସାମ୍ପୁ ବ୍ୟବହାର କରନ୍ତୁ • ଡାକ୍ତରଙ୍କ ପରାମର୍ଶ ପରେ ହିଁ ଲୋସନ କିମ୍ବା ସାମ୍ପୁ ବ୍ୟବହାର କରନ୍ତୁ • ରୁପି ନିୟନ୍ତ୍ରଣ ପାଇଁ ମୁଣ୍ଡରେ ଲେମ୍ବୁ ଲଗାଇପାରିବେ • ଅନ୍ୟ କିଛି ପ୍ରସଙ୍ଗ ଉପରେ ମଧ୍ୟ ଦୃଷ୍ଟି ଦେବାକୁ ପଡ଼ିବ • ବାହାରକୁ ଗଲେ ଚୁଟିକୁ ଘୋଡ଼ାଇ ରଖିବା ମଧ୍ୟ ଜରୁରୀ • ଏକ ସନ୍ତୁଳିତ ଖାଦ୍ୟ ଓ ଜୀବନ ଶୈଳୀ ମଧ୍ୟ ଗୁରୁତ୍ୱପୂର୍ଣ୍ଣ
More Stories
ଅଧିକ ସାନିଟାଇଜର ବ୍ୟବହାର କରୁଛନ୍ତି କି
ଯୋଗ କରିବା ପରେ ଏପରି କାମ କରୁଛନ୍ତି କି do’s and dont’s after yoga
ଏହି ଲକ୍ଷଣ ଥିଲେ, ଜାଣନ୍ତୁ ଆବଶ୍ୟକ ହେଉଛି ଫିଜିଓ ଥେରାପି