() ଆଜିଠୁ ବନ୍ଦ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଦିନ ଆରମ୍ଭ ହେଉଥିବାରୁ ପର୍ଯ୍ୟଟକଙ୍କ ସୁରକ୍ଷା ଦୃଷ୍ଟିରୁ ଶିମିଳିପାଳ ବନ୍ଦ ପାଇଁ ନିଷ୍ପତ୍ତି ହୋଇ ଥିବାବେଳେ ୪ ମାସ ପର୍ଯ୍ୟନ୍ତ ପର୍ଯ୍ୟଟକଙ୍କ ପାଇଁ ବନ୍ଦ ରହିବ ଶିମିଳିପାଳ ଅଭୟାରଣ୍ୟ । ବର୍ଷା ଆସିଲେ ଶିମିଳିପାଳ ଅଭୟାରଣ୍ୟ ଭିତର ମାଟିରାସ୍ତା ଓ ପୋଲ ବିପଦପୂର୍ଣ୍ଣ ହୋଇଯାଇଥାଏ । ଏଣୁ ପ୍ରତିବର୍ଷ ମୌସୁମୀ ଆଗମନ ପୂର୍ବରୁ ଶିମିଳିପାଳକୁ ଅକ୍ଟୋବର ଶେଷ ପର୍ଯ୍ୟନ୍ତ ବନ୍ଦ ରଖାଯାଇଥାଏ ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ