() ଅଗ୍ନିପଥକୁ ନେଇ ଦେଶବ୍ୟାପୀ ଝଡ ଉଠିଥିବାବେଳେ ଅଗ୍ନିବୀରଙ୍କ ପାଇଁ କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା । ଏହି ଯୋଜନାରେ ଅଗ୍ନିବୀରଙ୍କ ପାଇଁ ୧୦ ପ୍ରତିଶତ ସଂରକ୍ଷଣ ରଖିଛନ୍ତି କେନ୍ଦ୍ର ସରକାର । ତେବେ ବାରମ୍ବାର ବିବାଦ ପରେ ଅଗ୍ନିପଥ ଯୋଜନାରେ ପରିବର୍ତ୍ତନ କରୁଛନ୍ତି କେନ୍ଦ୍ର ସରକାର । ଗୃହ ମନ୍ତ୍ରାଳୟ ଅଗ୍ନିବୀର ଭାବେ ସେବା ପୂରଣ କରି ସାରିଥିବା ଯବାନଙ୍କ ବୟସସୀମା ୩ ବର୍ଷକୁ ବୃଦ୍ଧି କରିଛନ୍ତି । ଏହାସହ ଅଗ୍ନିପଥରେ ସାମିଲ ପ୍ରଥମ ବ୍ୟାଚର ଅଗ୍ନିବୀରଙ୍କ ବୟସ ସୀମାକୁ ମଧ୍ୟ ଅଧିକ ୫ ବର୍ଷ କୋହଳ କରିଛନ୍ତି । ଅଗ୍ନିପଥ ଯୋଜନା ଅଧିନରେ ଭାରତୀୟ ବାୟୁସେନା ପ୍ରଥମେ ନିଯୁକ୍ତି ଦେବ । ତେବେ ଆସନ୍ତା ୨୪ ତାରିଖରୁ ଏନେଇ ବାୟୁସେନାରେ ନିଯୁକ୍ତି ପ୍ରକ୍ରିୟା ଆରମ୍ଭ ହେବ ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ