ଚିନ୍ତା ବଢାଇଲାଣି କରୋନା ମହାମାରୀ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୭୩ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଚିହ୍ନଟ ସଂକ୍ରମିତଙ୍କ ମଧ୍ୟରୁ ୪୪ ଜଣ କ୍ୱାରେଣ୍ଟାଇନ୍ରୁ ରହି ଥିବାବେଳେ ୨୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିଭଳି ୧୮ ବର୍ଷ ବୟସ ମଧ୍ୟରେ ୧୧ଜଣ ସଂକ୍ରମିତ ରହିଛନ୍ତି । ତେବେ ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨, ୮୯, ୦୬୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ମିଳିଛି ।
“The eyes believe themselves, the ears believe other people.”
More Stories
ଲିଙ୍ଗରାଜ ଜମି ପୁନରୁର୍ଦ୍ଧାର ରରେ ଘୋଟାଲା
ଉତ୍କର୍ସ ଓଡିଶାରେ 9 ବର୍ଷ ପରେ ବି କାମ ଶୂନ
ସୁଭଦ୍ରା ଋଣ ନେଇ ବଡ ଘୋଷଣା