ଭୁବନେଶ୍ୱର ଆଚାର୍ଯ୍ୟବିହାର ଫ୍ଲାଏ ଓଭରରେ ଅଘଟଣ । ମହାରାଜା ହଲ ନିକଟ ଫ୍ଲାଏଓଭର ଉପରେ ରବିବାର ବିଳମ୍ବିତ ରାତିରେ ଅଘଟଣ ଘଟିଛି । ରାଜପଥ ଉପରେ ଅତି ରହସ୍ୟଜନକ ଭାବେ ଜଣେ ଯୁବକ ଓ ତାଙ୍କ ବାଇକ୍ ପୋଡି ଯାଉଥିବା ଦେଖିବାକୁ ମିଳିଥିଲା । ବାଟରେ ଯାଉଥିବା ଲୋକ ଏହାକୁ ଦେଖି ଖବର ଦେବାରୁ ସହିଦନଗର ଥାନା ପୁଲିସ ଓ ଦମକଳ ବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲେ ଏବଂ ଜଳୁଥିବା ଯୁବକଙ୍କୁ ଉଦ୍ଧାର କରି ହସ୍ପିଟାଲକୁ ନେଇଥିଲେ । ହେଲେ ଉଦ୍ଧାର ବେଳକୁ ଯୁବକଙ୍କ ଶରୀରର ପ୍ରାୟ ୭୦ ପ୍ରତିଶତ ପୋଡି ଯାଇଥିଲା ଓ ମୃତ୍ୟୁ ହୋଇ ସାରିଥିଲା ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା