ବିଜେବି କଲେଜରେ ଛାତ୍ରୀଙ୍କ ଆତ୍ମହତ୍ୟା । ହଷ୍ଟେଲ ଭିତରେ ଯୁକ୍ତ ୩ ପ୍ରଥମ ବର୍ଷ ଛାତ୍ରୀ ରୂଚିକା ମହାନ୍ତି ଆତ୍ମହତ୍ୟା କରିଥିବା ସୂଚନା । ସେ ଯୁକ୍ତ ତିନି ପ୍ରଥମ ବର୍ଷର ଛାତ୍ରୀ ହୋଇ ଥିବାବେଳେ ୟୁପିଏସସି ପାଇଁ ପ୍ରସ୍ତୁତ ହେଉଥିଲେ । ଖବର ପାଇ ବଡଗଡ଼ ଥାନା ପୋଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି । ସେପଟେ ବର୍ତ୍ତମାନ ପର୍ଯ୍ୟନ୍ତ ମଧ୍ୟ ଆତ୍ମହତ୍ୟାର କାରଣ ଅସ୍ପଷ୍ଟ ରହିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍