ରାଜ୍ୟରେ ପୁଣି ଆରମ୍ଭ ହେଲାଣି ବର୍ଷା । ଦକ୍ଷିଣ ଓଡ଼ିଶାର କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି, କଳାହାଣ୍ଡି, ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼ରେ ପ୍ରବଳ ବର୍ଷା ନେଇ ୟେଲୋ ଆଲର୍ଟ ଜାରି ହୋଇଛି । ସେହିଭଳି ଆଭ୍ୟନ୍ତରୀଣ ଓଡ଼ିଶାରେ ଘଡ଼ଘଡ଼ି ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି । ୨୨ ଓ ୨୩ରେ ବର୍ଷାର ପରିମାଣ ଆହୁରି ବଢ଼ିବ । ୨୪ ଯାଏଁ ରାଜ୍ୟରେ ଜାରି ରହିବ ବର୍ଷା । ଏବେ ଲଘୁଚାପ ମଧ୍ୟପ୍ରଦେଶ ଓ ଏହାର ଆଖପାଖ ଅଞ୍ଚଳରେ ଦୁର୍ବଳ ହୋଇଛି । ସେପଟେ ଦକ୍ଷିଣ ଝାଡ଼ଖଣ୍ଡ ଓ ଏହାର ଆଖପାଖରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି ।
More Stories
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ