The Topmost

“The eyes believe themselves, the ears believe other people.”

ଅଗଷ୍ଟ ୧ ତାରିଖରୁ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର । ଅଗଷ୍ଟ ୧ ତାରିଖରେ ଖୋଲିବ ଭିତରକନିକା ଜାତୀୟ ଉଦ୍ୟାନ । ତେବେ ଗତ ୩ ମାସ ଧରି ବନ୍ଦ ରହିଥିଲା ଭିତରକନିକା । କୁମ୍ଭୀର ପ୍ରଜନନ ଋତୁ ପାଇଁ ଗତ ମେ ୧ ତାରିଖରୁ ବନ୍ଦ ରହିଥିଲା ଭିତରକନିକା । କିନ୍ତୁ ଏବେ ଭିତରକନିକା ଖୋଲିବା ପାଇଁ ନିଷ୍ପତ୍ତି ହୋଇଛି । ଆସନ୍ତା ଅଗଷ୍ଟ ୧ ତାରିଖରେ ଭିତରକନିକା ଖୋଲିବ ନେଇ ସୂଚନା ଦେଇଛନ୍ତି ରାଜନଗର ବନ ଖଣ୍ଡ ଅଧିକାରୀ ।