The Topmost

“The eyes believe themselves, the ears believe other people.”

ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ

ଆଜିଠୁ ଯୁକ୍ତ ଦୁଇ ନାମଲେଖା ଆରମ୍ଭ । ୨୫ ତାରିଖ ଯାଏଁ ଚାଲିବ ନାମଲେଖା ପ୍ରକ୍ରିୟା । ପରେ ୨୭ ତାରିଖ ଭିତରେ ସ୍ଲାଇଡ୍ ଅପ୍ ଆବେଦନ କରିବେ । ସେପ୍ଟେମ୍ବର ୨ରେ ଦ୍ୱିତୀୟ ପର୍ଯ୍ୟାୟ ମେଧା ତାଲିକା ବାହାରିବ । ଏହି ପର୍ଯ୍ୟାୟରେ ନାମଲେଖା ସେପ୍ଟେମ୍ବର ୫ରୁ ୭ ତାରିଖ ଭିତରେ ହେବ । ଏହି ପର୍ଯ୍ୟାୟ ପରେ ବଳକା ସିଟର ନାମଲେଖା ପାଇଁ ସେପ୍ଟେମ୍ବର ୧୩ରେ ସ୍ପଟ୍ ମେଧା ତାଲିକା ପ୍ରକାଶ ପାଇବ । ଯୋଗ୍ୟ ଛାତ୍ରଛାତ୍ରୀ ସେପ୍ଟେମ୍ବର ୧୩ ଓ ୧୪ ତାରିଖରେ ନାମଲେଖା ପାଇଁ ପଞ୍ଜିକରଣ କରିବା ପରେ ୧୫ ତାରିଖରେ ଫାଇନାଲ ସ୍ପଟ ମେଧା ତାଲିକା ପ୍ରକାଶ ପାଇବ । ଏହାର ନାମଲେଖା ସେପ୍ଟେମ୍ବର ୧୫ ଓ ୧୬ରେ ହେବ ।