ଭୁବନେଶ୍ୱର ବିମାନବନ୍ଦରରେ ରହିବ ବିଜୁବାବୁଙ୍କ ଡାକୋଟା ବିମାନ । ବିମାନ ବନ୍ଦରର ୧.୧ ଏକର ଜମିରେ ବିଜୁବାବୁଙ୍କ ଏହି ଡାକୋଟା ବିମାନ ରହିବ । ଡାକୋଟାର ପାରିପାର୍ଶ୍ୱିକ ସୌନ୍ଦର୍ଯ୍ୟକରଣ ପାଇଁ ମଧ୍ୟ ମିଳିଲା ଅନୁମତି । ଭାରତୀୟ ବିମାନ ପ୍ରାଧିକରଣ ଏହି ଅନୁମତି ପ୍ରଦାନ କରିଛି । ତେବେ ଏହି ଡାକୋଟାର ରକ୍ଷଣାବେକ୍ଷଣ ଓ ସୌନ୍ଦର୍ଯ୍ୟକରଣ ରାଜ୍ୟ ସରକାର କରିବେ । ଏହାସହ ବ୍ୟବସାୟିକ କାର୍ଯ୍ୟକଳାପ କରିପାରିବେନି ରାଜ୍ୟ ସରକାର । ଏବଂ ସମସ୍ତ ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା