ଦିଲ୍ଲୀରେ ଅନଲାଇନ ପାଠପଢା ଆରମ୍ଭ । ଏନସିଆର ଏୟାର କ୍ୱାଲିଟି ଇଣ୍ଡେକ୍ସ ଅତ୍ୟଧିକ ହ୍ରାସ ପାଇଛି । ଫଳରେ ଘର ବାହାରକୁ ବାହାରିବା ମଧ୍ୟ ଦିଲ୍ଲୀବାସୀଙ୍କ ପାଇଁ ବିପଦ ହୋଇପଡିଛି । ଏହାକୁ ଦୃଷ୍ଟିରେ ରଖି ନୋଏଡା ସ୍କୁଲ ଗୁଡିକୁ ବନ୍ଦ କରିଦିଆଯିବା ସହ ଅନଲାଇନ୍ ପାଠପଢା ଆରମ୍ଭ ହୋଇଛି । ବିଶେଷ କରି ଦିଲ୍ଲୀରେ ବାୟୁ ପ୍ରଦୂଷଣକୁ ଦୃଷ୍ଟିରେ ରଖି ସମସ୍ତ ନିର୍ମାଣାଧିନ କାର୍ଯ୍ୟକୁ ମଧ୍ୟ ବନ୍ଦ କରିଦିଆଯାଇଛି । ଏଭଳି ସ୍ଥିତିକୁ ଦୃଷ୍ଟିରେ ରଖି ନୋଏଡାର ପ୍ରଥମରୁ ଅଷ୍ଟମ ଶ୍ରେଣୀ ଯାଏଁ ସ୍କୁଲକୁ ବନ୍ଦ କରିଦିଆଯାଇଛି । ଏହାସହ ଛାତ୍ରଛାତ୍ରୀମାନ ପାଇଁ ଅନଲାଇନରେ ପାଠପଢା ଆରମ୍ଭ ହୋଇଛି ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ