ବହୁଭାଷୀ ଶିକ୍ଷକମାନଙ୍କ ଦରମା ବୃଦ୍ଧି । ରାଜ୍ୟ ସରକାର ବହୁଭାଷୀ ଶିକ୍ଷକମାନଙ୍କୁ ଉତ୍ସାହିତ କରିବା ପାଇଁ ସେମାନଙ୍କ ଦରମା ବୃଦ୍ଧି କରିଛନ୍ତି । ତେବେ ସେମାନଙ୍କ ମାସିକ ଦରମା ୩୨୦୦ ଟଙ୍କାରୁ ୫୩୭୯ ଟଙ୍କାକୁ ବୃଦ୍ଧି କରିଛନ୍ତି । ବର୍ତ୍ତମାନ ପରିସ୍ଥିତିରେ ମାସିକ ୩୨୦୦ ଟଙ୍କାରେ ବହୁଭାଷୀ ଶିକ୍ଷକମାନେ ଅସୁବିଧାରେ ଚଳୁଥିଲେ । ସେମାନେ ନିଜର ଦାୟିତ୍ବକୁ ସୁଚାରୁରୂପେ ନିର୍ବାହ କରୁଥିବାରୁ ରାଜ୍ୟ ସରକାର ଏହି ନିଷ୍ପତ୍ତି ନେଇଛନ୍ତି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍