ଓଡ଼ିଶାରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ସ୍ୱତନ୍ତ୍ର ବିମାନରେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଛନ୍ତି । ସେଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ, ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ପ୍ରମୁଖ ତାଙ୍କୁ ଭବ୍ୟ ସ୍ବାଗତ ଜଣାଇଥିଲେ । ଏହାପରେ ମହାମହିମ ମହାପ୍ରଭୁଙ୍କ ଦର୍ଶନ ଲାଗି ଶ୍ରୀମନ୍ଦିର ଯିବେ । ଶ୍ରୀମନ୍ଦିରରେ ପାଖାପାଖି ଏକ ଘଣ୍ଟା ରହିବେ । ରାଷ୍ଟ୍ରପତି ସିଂହଦ୍ୱାରରେ ଥିବା ଗୋପବନ୍ଧୁଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବେ । ଶ୍ରୀମନ୍ଦିରରୁ ବାହାରି ରାଜଭବନ ଯିବେ ରାଷ୍ଟ୍ରପତି । ଏହାପରେ ରାଷ୍ଟ୍ରପତି ମହାପ୍ରସାଦ ସେବନ କରିବେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା