ଆଜି ଜ୍ଞାନବାପୀ ମାମଲାର ସୁପ୍ରିମ ଶୁଣାଣି । ଏନେଇ ସୁପ୍ରିମକୋର୍ଟ ଏକ ଖଣ୍ଡପୀଠ ଗଠନ କରିବେ । ମସଜିଦ ପରିସରରେ ଶିବଲିଙ୍ଗ ପୂଜିବା ସଂକ୍ରାନ୍ତ ଆବେଦନର ଶୁଣାଣି ହେବ । ଆବେଦନକାରୀଙ୍କ ଦ୍ବାରା ହୋଇଥିବା ୩ଟି ମୁଖ୍ୟ ଦାବି ଉପରେ କୋର୍ଟ ରାୟ ଦେଇପାରନ୍ତି । ଜ୍ୟୋର୍ତିଲିଙ୍ଗ ଭଗବାନ ବିଶ୍ବେଶ୍ବରଙ୍କୁ ତୁରନ୍ତ ପୂଜା ଆରମ୍ଭ କରିବା ପାଇଁ ଅନୁମତି ଦେବା, ସମଗ୍ର ଜ୍ଞାନବାପୀ ମସଜିଦ ପରିସରକୁ ହିନ୍ଦୁ ପକ୍ଷଙ୍କୁ ଦେବା ଏବଂ ମସଜିଦ ପରିସରରେ ମୁସଲିମଙ୍କ ପ୍ରବେଶ ନିଷିଦ୍ଧ ସଂକ୍ରାନ୍ତରେ ୩ଟି ଦାବି ହୋଇଥିଲା । ଏହି ୩ଟି ଦାବି ଉପରେ କୋର୍ଟ ଆଜି ରାୟ ଦେଇପାରନ୍ତି ।
“The eyes believe themselves, the ears believe other people.”
More Stories
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ
ସବୁ ପାକିସ୍ତାନୀଙ୍କ ଭିସା ରଦ୍ଦ କଲେ ସରକାର
ପାକିସ୍ତାନୀ ଏକ୍ସ ଆକାଉଣ୍ଟକୁ ବ୍ଲକ୍ କଲା ଭାରତ