ମନିଲଣ୍ଡ୍ରିଂ ମାମଲାରେ ବଲିଉଡ୍ ଅଭିନେତ୍ରୀ ଜ୍ୟାକଲିନ ଫର୍ଣ୍ଣାଣ୍ଡିଜଙ୍କୁ ପଟିଆଲା ହାଉସ୍ କୋର୍ଟରୁ ମିଳିଛି ଆଶ୍ୱସ୍ତି । ୨୦୦ କୋଟି ଟଙ୍କାର ଠକେଇ ମାମଲାରେ ଜ୍ୟାକଲିନଙ୍କୁ କୋର୍ଟ ଜାମିନ ମଞ୍ଜୁର କରିଛନ୍ତି । ଅଭିନେତ୍ରୀଙ୍କ ଜାମିନ ନିବେଦନ ଉପରେ ଶୁଣାଣି ନଭେମ୍ବର ୧୧ ତାରିଖରେ ହେବାର ଥିଲା । ତେବେ କୋର୍ଟ ରାୟ ସଂରକ୍ଷିତ ରଖିଥିଲେ । ଅଭିନେତ୍ରୀଙ୍କ ଅନ୍ତରୀଣ ଜାମିନ୍ ନଭେମ୍ବର ୧୦ ତାରିଖରୁ ସମାପ୍ତ ହୋଇଯାଇଥିଲା । କୋର୍ଟ ୨ ଲକ୍ଷ ଟଙ୍କାର ବ୍ୟକ୍ତିଗତ ମୁଚାଲିକାରେ ଜାମିନ ମଞ୍ଜୁର କରିଛନ୍ତି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ