ଆସନ୍ତା ସପ୍ତାହରୁ ଖୋଲିପାରେ ଧବଳେଶ୍ୱର । ସାଧାରଣ ଲୋକଙ୍କ ଦର୍ଶନ ପାଇଁ ଖୋଲିପାରେ ପୀଠ । ଡଙ୍ଗା ଯୋଗେ ସପ୍ତାହରେ ୪ ଦିନ ଦର୍ଶନ ପାଇଁ ଦିଆଯାଇପାରେ ଅନୁମତି । ଧବଳେଶ୍ୱର ପୀଠର ପୂଜକ ସମିତି ଓ ସ୍ଥାନୀୟ ପ୍ରଶାସନର ଆଲୋଚନା ପରେ ଆଠଗଡ଼ ଉପଜିଲ୍ଲାପାଳ ଏନେଇ ସୂଚନା ଦେଇଛନ୍ତି । ସେପଟେ ଝୁଲାପୋଲ ମରାମତି ପାଇଁ ସର୍ବସାଧାରଣ ଦର୍ଶନ ସଂପୂର୍ଣ୍ଣ ବନ୍ଦ ରଖାଯାଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍