ହିମାଚଳ ପ୍ରଦେଶରେ ପୁଣି ଭୂମିକମ୍ପ । କୁଲ୍ଲୁ ଏବଂ ମଣ୍ଡୀ ଜିଲ୍ଳାରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତୀବ୍ରତା ୪.୧ ରେକର୍ଡ ହୋଇଛି । ଭୂମିକମ୍ପର କେନ୍ଦ୍ରସ୍ଥଳ ମଣ୍ଡୀରୁ ୨୭ କିଲୋମିଟର ଉତ୍ତର ପଶ୍ଚିମରେ ରହିଥିଲା । ଭୂମିକମ୍ପ ପରେ ଲୋକେ ନିଜ ନିଜ ଘରୁ ବାହାରକୁ ବାହାରି ଆସିଥିଲେ । ତେବେ ବର୍ତ୍ତମାନ ସୁଦ୍ଧା କୌଣସି କ୍ଷୟକ୍ଷତି ନେଇ ସୂଚନା ମିଳିପାରିନାହିଁ ।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ