ଡିସେମ୍ବର ପ୍ରଥମ ସପ୍ତାହରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଡିସେମ୍ବର ୭ ରୁ ଶୀତକାଳୀନ ଅଧିବେଶନ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ । ଏନେଇ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଜୋଶୀ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଚଳିତ ବର୍ଷ ବସିବାକୁ ଥିବା ଏହି ଶେଷ ଅଧିବେଶନର ମୋଟ୍ ୨୩ ଟି କାର୍ଯ୍ୟ ଦିବସ ରହିଛି ।
More Stories
ଶୀତରୁ ବଞ୍ଚିବାର ସହଜ ଉପାୟ
କାହିଁକି ଅଟକିଲା ସାହିତ୍ୟ ଅକାଡେମୀ ଆୱାର୍ଡ
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ