ଆଜିଠାରୁ ଶ୍ରୀମନ୍ଦିରରେ ଦେବ ଦୀପାବଳି ନୀତି ଆରମ୍ଭ । ତିନିଦିନ ବ୍ୟାପୀ ମହାପ୍ରଭୁଙ୍କ ଦେବ ଦୀପାବଳି ନୀତି ଚାଲିବ । ଏହି ତିନିଦିନ ମହାପ୍ରଭୁ ପିତୃପୁରୁଷଙ୍କ ଉଦ୍ଦେଶ୍ୟରେ ଦୀପଦାନ କରିବା ସହିତ ଶ୍ରାଦ୍ଧ ଦେବେ । ଚତୁର୍ଦ୍ଦଶୀ, ଅମାବାସ୍ୟା ଓ ପ୍ରତିପଦା ତିନିଦିନ ଧରି ଏହି ନୀତି ଯଥାବିଧି ପାଳନ ହେବାର ପରମ୍ପରା ରହିଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍