ଆରମ୍ଭ ହୋଇଯାଇଛି ବିଧାନସଭାର ଶୀତାକାଳୀନ ଅଧିବେଶନ । ବିଧାନସଭା ପରିସରରେ ବାଚସ୍ପତିଙ୍କୁ ଗାର୍ଡ ଅଫ ଅନର ଦିଆଯାଇଥିବା ବେଳେ, ଗୃହକାର୍ଯ୍ୟ ଆରମ୍ଭରେ ଦିବଙ୍ଗତ ସଦସ୍ୟଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୋକ ପ୍ରସ୍ତାବ ଆଗତ କରିବା ପରେ ଏହି ଶ୍ରଦ୍ଧାଞ୍ଜଳି ଦିଆଯାଇଥିଲା । ଏହାସହ ଦିବଙ୍ଗତଙ୍କ ଉଦ୍ଦେଶ୍ୟରେ ୧ମିନିଟ୍ ନୀରବ ପ୍ରାର୍ଥନା କରାଯାଇଥିଲା । ପରେ ସନ୍ଧ୍ୟା ୫ଟା ପର୍ଯ୍ୟନ୍ତ ଗୃହକୁ ମୁଲତବୀ ରଖାଯାଇଛି ।
More Stories
ଗାଁରେ ମାତିଛି ଗୁଣିଆ, ଦେଉଛି ଶିଶୁବଳି
ଶ୍ରୀମନ୍ଦିର ସେବାୟତଙ୍କୁ ହାଣିଲେ ଦୁର୍ବୁତ୍ତ
ଓଡିଶାକୁ ବାତ୍ୟା ଭୟ