ଦିଲ୍ଲୀ ଦଙ୍ଗା ମାମଲାରେ ଦୀର୍ଘଦିନ ହେବ ଜେଲରେ ଥିବା ଜେଏନୟୁର ଛାତ୍ରନେତା ଉମର ଖଲିଦ ଓ ଖଲିଦ ସୈଫଙ୍କୁ ଦିଲ୍ଲୀର କଡକଡଡୁମା କୋର୍ଟ ଜାମିନ ପ୍ରଦାନ କରିଛନ୍ତି । ଖାଲି ଜାମିନ ଦେଇ ନାହାଁନ୍ତି ବରଂ ତାଙ୍କୁ ଦିଲ୍ଲୀ ଦଙ୍ଗା ସହିତ ଜଡିତ ମାମଲାରେ ଉଭୟଙ୍କୁ ଦୋଷମୁକ୍ତ କରିଛନ୍ତି କୋର୍ଟ । ୨୦୨୦ ଫେବୃଆରୀ ମାସରେ ଦିଲ୍ଲୀର ଚାନ୍ଦବାଗ ଅଞ୍ଚଳରେ ହୋଇଥିବା ପଥରମାଡ ମାମଲାରେ ପୂର୍ବରୁ ଉମରକୁ ଜାମିନ ମିଳିସାରିଥିଲା । ହେଲେ ଅନ୍ୟଏକ ମାମଲାରେ ସେ ଜେଲରେ ବନ୍ଦ ଥିଲେ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ