ଏସିଆନ୍ ଗେମସରେ ଭାରତର ଦମଦାର ଆରମ୍ଭ । ପ୍ରଥମ ଦିନରେ ଆରମ୍ଭରୁ ହାତେଇଲା ୨ଟି ପଦକ । ସିଲଭର ମେଡାଲରୁ ଭାରତ ଆରମ୍ଭ କରିଛି ପଦକ ଯାତ୍ରା । ଏୟାର ରାଇଫଲ ଓ ରୋଇଂରେ ଭାରତକୁ ସିଲଭର ମେଡାଲ ମିଳିଛି । ରୋଇଂରେ ଅର୍ଜୁନ ଲାଲ ଓ ଅରବିନ୍ଦ ସିଂହ ରୌପ୍ୟ ପଦକ ହାସଲ କରିଛନ୍ତି । ସେହିପରି ମହିଳା ୧୦୦ ମିଟର ଏୟାର ରାଇଫଲରେ ମଧ୍ୟ ରୌପ୍ୟ ପଦକ ହାତେଇଛି ଭାରତ । ମେହୁଲି ଘୋଷ, ରମିତା ଓ ଆଶି ଚୌକସି ଏହି ପଦକ ହାତେଇଛନ୍ତି ।
“The eyes believe themselves, the ears believe other people.”
More Stories
ଇଂଲଁଣ୍ଡ-ଇଣ୍ଡିଆ ମୁହାଁମୁହିଁ
ରଣଜୀ ଟ୍ରଫି ଖେଳିବେ କୋହଲି
ଖେଳରତ୍ନର ବିଜେତା ହେଲେ ଗୁକେଶ୍, ମନୁ..