ଓଡ଼ିଆ ପୁଅ କିଶୋର କୁମାର ଜେନାଙ୍କୁ ରାଜ୍ୟ ସରକାର ଦେଢ଼ କୋଟି ଟଙ୍କାର ପୁରସ୍କାର ରାଶି ଘୋଷଣା କରିଛନ୍ତି । ଚାଇନାରେ ଚାଲିଥିବା ଏସିଆନ୍ ଗେମସ ପ୍ରତିଯୋଗିତାରେ ସଫଳତା ପାଇଁ କିଶୋରଙ୍କୁ ଅଭିନନ୍ଦନ ଜଣାଇବା ସହ କିଶୋରଙ୍କ ସଫଳତା ଉଭୟ ରାଜ୍ୟ ଓ ଦେଶ ପାଇଁ ଏକ ଐତିହାସିକ ମୁହୂର୍ତ୍ତ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଠନ୍ତି । ଦେଶର କ୍ରୀଡ଼ା ଇତିହାସରେ ଏହା ସ୍ମରଣୀୟ ହୋଇ ରହିବ। ଏହି ପୁରସ୍କାର ତାଙ୍କର ପ୍ରଦର୍ଶନ, ତାଙ୍କ ଦୃଢ଼ତା ଓ ଦୃଢ଼ ସଂକଳ୍ପକୁ ମାନ୍ୟତା ଦେଉଛି । ଏସିଆନ୍ ଗେମସରେ ସେ ବିଜୟୀ ହେବା ଓ ପ୍ୟାରିସ୍ ଅଲମ୍ପିକ ନିମନ୍ତେ କୃତକାର୍ଯ୍ୟ ହୋଇଥିବାରୁ ତାଙ୍କୁ ଅଭିନନ୍ଦନ ଜଣାଉଛି ।
“The eyes believe themselves, the ears believe other people.”
More Stories
ଛାନିଆ ହେଲେଣି ପାକିସ୍ତାନୀ ଖେଳାଳୀ, ଭାରତ ଆସିବାକୁ ମନା କଲେ ନଦୀମ
ଶ୍ରଦ୍ଧାଞ୍ଜଳି ଦେଲେ କ୍ରିକେଟର୍
କ୍ରିକେଟର୍ ହେବାକୁ ହେଲେ କରିବାକୁ ପଡିବ ତ୍ୟାଗ