ଲଘୁଚାପ ପ୍ରଭାବରେ ଜାରି ରହିଛି ଲଗାଣ ବର୍ଷା । ଉପକୂଳ ସମେତ ପାର୍ଶ୍ୱବର୍ତ୍ତୀ ଜିଲ୍ଲା ଗୁଡ଼ିକରେ ଲଘୁଚାପର ଲଗାଣ ପ୍ରଭାବ ଦେଖିବାକୁ ମିଳିଛି । ସକ୍ରିୟ ଲଘୁଚାପ ପ୍ରଭାବରେ ଭିଜୁଛି ପୂରା ଉପକୂଳ ଓଡ଼ିଶା । ଟ୍ୱିନସିଟିରେ ମଧ୍ୟ ବର୍ଷା ଲାଗି ରହିଛି । ତେବେ ଏନେଇ ଆଜି ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ କେନ୍ଦ୍ର । ଏହା ସହ ୪ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ରହିଛି । ମାଲକାନଗିରି, କୋରାପୁଟ, ଗଞ୍ଜାମ ଓ ଗଜପତି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରାଯାଇଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା