ଆସନ୍ତା ସେପ୍ଟେମ୍ବର ୩ ତାରିଖରେ ଉପରାଷ୍ଟ୍ରପତି ଜଗଦୀପ ଧନକର ପୁରୀ ଆସିବେ ବୋଲି ସୂଚନା ମିଳିଛି । ସେହିପରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ୧୭ ତାରିଖରେ ପଡ଼ୁଥିବାରୁ ପୁରୀ ଆସିବା ନେଇ ସୂଚନା ମିଳିଛି । ପ୍ରଧାନମନ୍ତ୍ରୀ ତାଙ୍କ ଜନ୍ମଦିନରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିବାର କାର୍ଯ୍ୟକ୍ରମ ରହିଛି । ଦୁଇ ରାଷ୍ଟ୍ରମୁଖ୍ୟଙ୍କ ଗସ୍ତ ନିମନ୍ତେ ପ୍ରଶାସନ ପକ୍ଷରୁ ଏବେଠାରୁ ପ୍ରସ୍ତୁତି ଆରମ୍ଭ ହୋଇଥିବା ନେଇ ଚର୍ଚ୍ଚା ଧରିଛି ।
More Stories
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ
ବିମାନ ଦୁର୍ଘଟଣାର ଚାଲିଛି ପୁଙ୍ଖାନୁପୁଙ୍ଖ ତଦନ୍ତ
ୱେଟ୍ ଲସ୍ ଜର୍ଣ୍ଣିରେ ସକାଳ ଜଳଖିଆ କଣ ଖାଇବେ