କେବେ ଘୋଷଣା ହେବ ନିର୍ବାଚନ ତାରିଖ ? ନିର୍ବାଚନ ତାରିଖ ଘୋଷଣାକୁ ସମସ୍ତଙ୍କ ଅପେକ୍ଷା ରହିଛି । ନିର୍ବାଚନ କମିଶନ ଆସନ୍ତା ୧୪ କିମ୍ବା ୧୫ ତାରିଖରେ ଦେଶରେ ଲୋକସଭା ନିର୍ବାଚନ ତାରିଖ ଘୋଷଣା କରିବା ସମ୍ଭାବନା ରହିଛି । ୨୦୧୯ ଭଳି ଏଥର ବି ୭ଟି ପର୍ଯ୍ୟାୟରେ ମତଦାନ ହୋଇପାରେ । ଏପ୍ରିଲ ଦ୍ୱିତୀୟ ସପ୍ତାହରେ ପ୍ରଥମ ପର୍ଯ୍ୟାୟ ଭୋଟ୍ ଗ୍ରହଣ ହେବା ସମ୍ଭାବନା ରହିଛି । ୨୦୧୯ ଲୋକସଭା ନିର୍ବାଚନ ତାରିଖ ମାର୍ଚ୍ଚ ୧୦ରେ ଘୋଷଣା ହୋଇଥିଲା । ଏପ୍ରିଲ ୧୧ରୁ ମେ’ ୧୯ ମଧ୍ୟରେ ଦେଶରେ ୭ଟି ପର୍ଯ୍ୟାୟରେ ଭୋଟ୍ ଗ୍ରହଣ କରାଯାଇଥିଲା । ମେ’ ୨୩ ତାରିଖରେ ଭୋଟ୍ ଗଣତି ସହ ଫଳାଫଳ ପ୍ରକାଶ ପାଇଥିଲା । ୨୦୧୯ ଭଳି ୨୦୨୪ରେ ସମାନ ଧରଣର ତାରିଖ ଘୋଷଣା ହୋଇପାରେ ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ