ବଢିବ ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଅବଧି । ନିଷ୍ପତ୍ତି ସମ୍ପର୍କରେ ହାଇକୋର୍ଟଙ୍କୁ ଜଣାଇଲେ ସରକାର । ସମୟ ସୀମା ଏକ ମାସ ବୃଦ୍ଧି କରାଯିବାକୁ ନିଷ୍ପତ୍ତି ନିଆଯାଇଛି । ଏହି ନିଷ୍ପତ୍ତି ସମ୍ପର୍କରେ ହାଇକୋର୍ଟଙ୍କୁ ଜଣାଇଲେ ସରକାର । ତେବେ ଆଜି ହାଇସିକ୍ୟୁରିଟି ନମ୍ବର ପ୍ଲେଟ୍ ଡେଡଲାଇନ୍ ଥିଲା । ଏବେ ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ସମୟ ଅବଧି ବଢିବ । ଜନସେବା, ମୋ ସେବା କେନ୍ଦ୍ରରେ ନମ୍ବର ପ୍ଲେଟ୍ ବୁକିଂ ହେବ । ଏହାସହିତ ଗ୍ରାମାଞ୍ଚଳରେ କ୍ୟାମ୍ପର ଆୟୋଜନ କରାଯିବ ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍