ଶୁକ୍ରବାର ଘରୋଇ ୟୁନିଭର୍ସିଟି ହଷ୍ଟେଲରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ଏହି ମୃତ ଛାତ୍ର ଜଣକ ଛତିଶଗଡ଼ର ବୋଲି ଜଣାପଡିଛି। ତେବେ ଏହି ମୃତ୍ୟୁର କାରଣ ଏପର୍ଯ୍ୟନ୍ତ ଅସ୍ପଷ୍ଟ ରହିଛି। ଏହି ଘଟଣା ବର୍ତ୍ତମାନ ଭୁବନେଶ୍ୱରରେ ଚାଞ୍ଚଲ୍ୟ ସୃଷ୍ଟି କରିଛି।
ଗତକାଲି ହଷ୍ଟେଲ ରୁମରୁ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା।
ମେଡିକାଲ କୋଚିଂ ନେଉଥିବା ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଥିଲା । ସୂଚନାନୁଯାୟୀ, ପଟିଆ ସ୍ଥିତ ଏକ ଘରୋଇ କୋଚିଂ ସେଣ୍ଟର ହଷ୍ଟେଲରୁ ମୃତଦେହ ଉଦ୍ଧାର ହୋଇଥିଲା । ମୃତ ଛାତ୍ରୀଙ୍କ ଘର କଟକ। ସେ ହଷ୍ଟେଲରେ ରହି ପାଠ ପଢୁଥିଲେ । ହତ୍ୟା ନା ନିଜେ ଜୀବନ ହାରିଛନ୍ତି, ତାହା ବର୍ତ୍ତମାନ ଅସ୍ପଷ୍ଟ ରହିଛି । ଘଟଣାସ୍ଥଳରେ ଚନ୍ଦ୍ରଶେଖରପୁର ପୋଲିସ ଛାନଭିନ ଆରମ୍ଭ କରିଥିଲା।
More Stories
ପିଏମ୍ ସ୍ୱନିଧି ଯୋଜନାରେ ବଡ ପରିବର୍ତ୍ତନ
ପିଲାଙ୍କ ଠାରେ ଏପରି ସମସ୍ୟା ଦେଖିଲେ ହୁଅନ୍ତୁ ସାବଧାନ
ବାର୍ଷିକ ଫାସଟ୍ୟାଗ୍ ପାସ୍ ଲାଗୁ ହେବ- ଗଡକରୀ