କରୋନା ନେଇ ସତର୍କ ରାଜ୍ୟ ସ୍ବାସ୍ଥ୍ୟ ବିଭାଗ । ବିଦେଶରେ ସଂକ୍ରମଣ ବଢୁଥିବାରୁ ଏହାର ମୁକାବିଲା ଲାଗି ICMR ଗାଇଡଲାଇନ ମାନିବା ଲାଗି ପରାମର୍ଶ ଦେଇଛି ସ୍ବାସ୍ଥ୍ୟ ବିଭାଗ । କୌଣସି ଲକ୍ଷଣ ଦେଖାଗଲେ ଟେଷ୍ଟ କରିବାକୁ ପରାମର୍ଶ ଦିଆଯାଇଛି । ବିଶ୍ବକପ ହକି ବେଳେ ଖେଳାଳି, ଦର୍ଶକ, ଲୋକଙ୍କ ଜରିଆରେ ସଂକ୍ରମଣ ସମ୍ଭାବନା ରହିଛି । ଏଥିଲାଗି କୋଭିଡ ଗାଇଡଲାଇନ ମାନିବାକୁ କୁହାଯାଇଛି । ରାଜ୍ୟରେ ଟିକାକରଣ ସଫଳ ହୋଇଛି । ଦେଶରେ ବର୍ତ୍ତମାନ ଚତୁର୍ଥ ଲହରୀ ଆସିନାହିଁ । ରାଜନୈତିକ ଇଚ୍ଛାଶକ୍ତି, ଦୃଢ଼ ମନୋବଳ ରାଜ୍ୟ ଲାଗି ସଫଳତା ହୋଇଛି । ଯେଉଁମାନେ ଦୁଇଟି ଡୋଜ ନେଇଛନ୍ତି ସେମାନେ ନାଜାଲ ନେଇପାରିବେ ବୋଲି କୁହାଯାଇଛି ।
More Stories
ଡାକ୍ତରଙ୍କ ମନମୁଖି ଓପିଡି ବନ୍ଦ ଘୋଷଣା
ନବଜାତକଙ୍କ ପାଇଁ ସରକାରୀ ଟୀକା କେତେ ଜରୁରୀ
CSM Synapse 4.0 ରେ ଜିତିଲେ କିଟ୍ ଇଣ୍ଟରନ୍ୟାସନାଲ୍ ସ୍କୁଲ୍