ଆଜି ପ୍ରକାଶ ପାଇଲା JEE MAIN ସେସନ୍-୧ ରେଜଲ୍ଟ । ଜୁନ୍ ୨୩ରୁ ୨୯ ପର୍ଯ୍ୟନ୍ତ ହୋଇଥିବା ପରୀକ୍ଷାର ରେଜଲ୍ଟ ପ୍ରକାଶ ପାଇଛି । NTAର ଅଫିସିଆଲ୍ ଓ୍ୱେବସାଇଟ jeemain.nta.nic.inରେ ପରୀକ୍ଷାର୍ଥୀ ସେମାନଙ୍କର ଫଳାଫଳ ଦେଖିପାରିବେ । ପ୍ରାୟ ୧୦ ଲକ୍ଷ ପରୀକ୍ଷାର୍ଥୀ ସେସନ-୧ ପରୀକ୍ଷା ଦେଇଥିଲେ । ଜୁଲାଇ ୨୧ରୁ ୩୦ ପର୍ଯ୍ୟନ୍ତ ଜେଇଇ ମେନ୍ ସେସନ୍-୨ ପରୀକ୍ଷା ହେବ । ଜେଇଇ ମେନ୍ ସେସନ-୨ ପରୀକ୍ଷା ପାଇଁ ରେଜିଷ୍ଟ୍ରେସନ ପ୍ରକ୍ରିୟା ଜୁଲାଇ ୯ତାରିଖରେ ଶେଷ ହୋଇଛି । ଜେଇଇ ମେନ୍ ରେଜଲ୍ଟ ନିଷ୍ପତ୍ତି ନେବ କେଉଁମାନେ ଜେଇଇ ଆଡଭାନ୍ସ ପାଇଁ ହେବେ ଯୋଗ୍ୟ ।
More Stories
ଘରେ ବୟସ୍କ ମାନଙ୍କର କେମିତି ନେବେ ଯତ୍ନ
କେମିତି ଜାଣିବେ ପେଟ୍ରୋଲ୍ ଡିଜେଲ ଭର୍ତ୍ତିରେ କେତେ ହେଉଛି ଠକେଇ
ଡେଲିଭରି ବୟଙ୍କୁ ପୋଲିସଙ୍କ ଅତ୍ୟାଚାର, ଦେଖିଲେ ଛାତି ଥରି ଉଠିବ