ପୁରୀରେ ମହାପ୍ରଭୁଙ୍କ ଦର୍ଶନ କଲେ ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେ.ପି. ନଡ୍ଡା । ଦ୍ୱିତୀୟ ଦିନରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଓଡ଼ିଶା ଗସ୍ତ । ଏହା ପରେ ସେ ଦିବଙ୍ଗତ ବିଧାୟକ ବିଷ୍ଣୁ ସେଠୀଙ୍କ ପରିବାରକୁ ସମବେଦନା ଜଣାଇବା ପାଇଁ ଭଦ୍ରକ ଜିଲ୍ଲା ତିହିଡିକୁ ହେଲିକପ୍ଟର ଯୋଗେ ଯିବେ । ପୂର୍ବାହ୍ନ ସାଢ଼େ ୧୦ଟାରେ ନିରତାରର ୧୦୦ ଶଯ୍ୟା ବିଶିଷ୍ଟ ନୂତନ କୋଠାର ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି । ସେଠାରୁ ବାହାରି ଜନତା ମଇଦାନରେ ଆୟୋଜିତ ସଂଯୁକ୍ତ ମୋର୍ଚ୍ଚା ସମାବେଶକୁ ଯିବେ । ଏହା ପରେ ଅପରାହ୍ନ ସାଢ଼େ ୫ଟାରେ ୟୁନିଟ-୯ ସ୍ଥିତ ୱାର୍ଡ ନମ୍ବର ୨୯ରେ ବୁଥ ବୈଠକରେ ଯୋଗ ଦେଇ ସନ୍ଧ୍ୟା ୭ଟାରେ ଦିଲ୍ଲୀ ଫେରିଯିବାର କାର୍ଯ୍ୟକ୍ରମ ରହିଛି ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା