ପରଲୋକରେ ମୁଲାୟମ ସିଂ ଯାଦବ । ସମାଜବାଦୀ ପାର୍ଟି ସଂସ୍ଥାପକ ତଥା ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ମୁଲାୟମ ସିଂ ଯାଦବଙ୍କ ପରଲୋକ ହୋଇଛି । ୮୨ ବର୍ଷ ବୟସରେ ଗୁରୁଗ୍ରାମ ମେଦାନ୍ତା ହସ୍ପିଟାଲରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କ ନିଧନ ହୋଇଛି । ମୁଲାୟମ ସିଂ କିଛି ଦିନ ହେବ ଏକାଧିକ ଶାରୀରିକ ଅସୁସ୍ଥତା ଦେଇ ଗତି କରୁଥିଲେ । ୟୁରିନ୍ ସଙ୍କ୍ରମଣ ସାଙ୍ଗକୁ ବ୍ଲଡ ପ୍ରେସର, ଓ ଶ୍ୱାସ ଜନିତ ସମସ୍ୟାରେ ପୀଡିତ ଥିଲେ ମୁଲାୟମ ସିଂ । ତେଣୁ ତାଙ୍କୁ ଆକ୍ଟୋବର ୨ ତାରିଖରୁ ଲାଇଫ୍ ସପୋର୍ଟରେ ରଖାଯାଇଥିଲା ।
“The eyes believe themselves, the ears believe other people.”
More Stories
ଖୋଲିଲା ବିପୁଳ ନିଯୁକ୍ତି ସୁଯୋଗ
ପେନସନ୍ ଭୋଗୀଙ୍କ ପାଇଁ ଆସିଲା ବଡ ଖବର
ମହାକୁମ୍ଭରେ ଭିଡପାଇଁ 30 ମୃତ, 60 ଆହତ