ସମ୍ବାଦ ସମ୍ପାଦକ ଓ ଇଷ୍ଟର୍ଣ୍ଣ ମିଡିଆ ଲିମିଟେଡର ଅଧ୍ୟକ୍ଷ ପଦରୁ ଅବ୍ୟାହତି ନେଲେ ସୌମ୍ୟରଞ୍ଜନ ପଟ୍ଟନାୟକ । ବ୍ୟକ୍ତିଗତ କାରଣରୁ ସେ ଅବ୍ୟାହତି ନେଇଥିବା କହିଛନ୍ତି । ସେପଟେ ଇଷ୍ଟର୍ଣ୍ଣ ମିଡିଆ ଗ୍ରୁପର କାର୍ଯ୍ୟନିର୍ବାହୀ ନିର୍ଦ୍ଦେଶିକା ତନୟା ପଟ୍ଟନାୟକ ସମ୍ବାଦର ନୂଆ ସଂପାଦକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି । ୧୯୮୪ରେ ସମ୍ବାଦ ପ୍ରତିଷ୍ଠା ହେବା ଠାରୁ ସୌମ୍ୟରଞ୍ଜନ ପଟ୍ଟନାୟକ ଏହାର ସମ୍ପାଦକ ଭାବେ ଦାୟିତ୍ବ ତୁଲାଇ ଆସୁଥିଲେ ।
More Stories
ଗୁଣାତ୍ମକ ଶିକ୍ଷା, ଗବେଷଣା ଓ ଉତମ ସ୍ୱାସ୍ଥ୍ୟ ସେବାର ଉତ୍କର୍ଷ କେନ୍ଦ୍ର, SOA
ପୁଣି କ୍ୟାମ୍ପସରେ ହଇଚଇ, 25ରୁ ଆରମ୍ଭ ଛାତ୍ର ସଂସଦ ନିର୍ବାଚନ
ଏହି ନିବେଶ କରିବାରେ ସର୍ବପ୍ରଥମ ଓଡିଶା