ଆଜି ରାଜ୍ୟ କ୍ୟାବିନେଟ୍ ଓ ମନ୍ତ୍ରୀ ପରିଷଦ ବୈଠକ ବସିବ । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନରେ ସନ୍ଧ୍ୟାରେ ବସିବ ବୈଠକ । ବୈଠକରେ ଅତିରିକ୍ତି ବଜେଟର ଚିଠା ପ୍ରସ୍ତାବକୁ ମିଳିପାରେ ଅନୁମୋଦନ । ୨୦ ହଜାର କୋଟିରୁ ଅଧିକ ଟଙ୍କାର ଅତିରିକ୍ତ ଚିଠା ପ୍ରସ୍ତାବକୁ ଅନୁମୋଦନ ମିଳିବ ବୋଲି ସୂଚନା ମିଳିଛି । ସେହିପରି ବିଭିନ୍ନ ବିଭାଗର ପ୍ରସ୍ତାବରେ ମୋହର ବାଜିପାରେ । ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ, କ୍ରୀଡ଼ା, ସ୍ବାସ୍ଥ୍ୟ, ରାଜସ୍ବ, ପଞ୍ଚାୟତିରାଜ ଓ ପାନୀୟ ଜଳ ଆଦି ବିଭିନ୍ନ ବିଭାଗର ଏକାଧିକ ପ୍ରସ୍ତାବକୁ ଅନୁମୋଦନ ମିଳିପାରେ ।
“The eyes believe themselves, the ears believe other people.”
More Stories
କଳାହାଣ୍ଡି ଗସ୍ତରେ ମୁଖ୍ୟମନ୍ତ୍ରୀ, ଲାଗିଛି ବ୍ୟାପକ ପ୍ରସ୍ତୁତି
କଥା ରଖିଲେ ମୋହନ, ଶ୍ରୀମନ୍ଦିରକୁ 500 କୋଟିର କର୍ପସ ପାଣ୍ଠି ମଞ୍ଜୁର
ସବୁଠୁ ବଡ ସମସ୍ୟା ମହିଳାଙ୍କ ସୁରକ୍ଷା- ସୁପ୍ରିୟା ଶ୍ରୀନେତ